Featuredଓଡ଼ିଶାରାଜନୀତି

ଆଗତ ହେଲା ୧୨ ହଜାର ୧୫୬ କୋଟିର ଅତିରିକ୍ତ ବଜେଟ୍

ଭୁବନେଶ୍ୱର: ଆଗତ ହେଲା ଅତିରିକ୍ତ ବଜେଟ୍ । ଶୀତକାଳୀନ ଅଧିବେଶନର ପ୍ରଥମ ଦିନରେ ଗୃୃହରେ ଅତିରିକ୍ତ ବଜେଟ ଉପସ୍ଥାପନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିରେ ୧୨ ହଜାର ୧୫୬ କୋଟି ଟଙ୍କାର ଏକ ବଜେଟ ପ୍ରସ୍ତୁତ କରାଯାଇଛି । ଯେଉଁଥିରେ ରାଜ୍ୟର ଉନ୍ନତି ଦୃଷ୍ଟିକୋଣରୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ପାଇଁ ତିଆରି ହୋଇଛି ତାଲିକା ।

  • ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ
  • ଭୁବନେଶ୍ବରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି
  •  ସିଏପିଏଫ ମୁତୟନ ପାଇଁ ୨୯୯ କୋଟି ଟଙ୍କା ବ୍ୟୟବରାଦ
  • ପୁଲିସ ଷ୍ଟେସନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି
  •  ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି
  •  ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି
  •  ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା
  •  ମଧୁବାବୁ ପେନସନ୍ ଯୋଜନାରେ ୩୩୮ କୋଟି ଟଙ୍କାର ବ୍ୟବସ୍ଥା
  •  ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ବ୍ୟବସ୍ଥା
  •  ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ଟଙ୍କା ବ୍ୟବସ୍ଥା

Related Articles

Back to top button
WP Twitter Auto Publish Powered By : XYZScripts.com