Featuredଓଡ଼ିଶାରାଜନୀତି

ଆଜିଠୁ ରାଜ୍ୟ ବଜେଟ ଅଧିବେଶନ

ଭୁବନେଶ୍ୱର: ଆଜିଠୁ ବସିବ ରାଜ୍ୟ ବଜେଟ ଅଧିବେଶନ । ବିଧାନସଭାରେ ଆଗତ ହେବ ବଜେଟ । ଅର୍ଥ ବିଭାଗର ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ବଜେଟକୁ ଉପସ୍ଥାପନ କରିବେ । ଦୁଇଟି ପର୍ୟ୍ୟାୟରେ ହେବ ବଜେଟ୍ ଅଧିବେଶନ। ପ୍ରଥମ ଅଧିବେସନ ଆଜିଠୁ ଆରମ୍ଭ ହୋଇ ଫେବ୍ରୁଆରୀ ୨୧ ତାରିଖ ପର୍ୟ୍ୟନ୍ତ ଚାଲିବ। ୧୭ ତାରିଖରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍। ଏବଂ ୨୯ ତାରିଖରେ ବ୍ୟୟମଞ୍ଜୁରୀ ବିଲ। ସେହିପରି ଦ୍ବିତୀୟ ପର୍ୟ୍ୟାୟ ଅଧିବେଶନ ମାର୍ଚ୍ଚ ୭ରୁ ଆରମ୍ଭ ହୋଇ ଏପ୍ରିଲ ୫ ତାରିଖ ପର୍ୟ୍ୟନ୍ତ ଚାଲିବ। ଆଜି ପ୍ରଥମ ଦିନରେ ରାଜ୍ୟପାଳ ହରିବାବୁ କମ୍ଭମପତି ଅଭିଭାଷଣ ରଖିବେ। ତେବେ ଦୁଇଟି ପର୍ୟ୍ୟାୟରେ ମୋଟ ୨୮ ଦିନର କାର୍ୟ୍ୟ ଦିବସ ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com