Featuredଓଡ଼ିଶାରାଜନୀତି

ବିଧାନସଭା ୧୧.୩୦ ପର୍ଯ୍ୟନ୍ତ ମୁଲତବୀ

ଭୁବନେଶ୍ୱର: ଅଧାରେ ରହିଲା ଗୃହକାର୍ଯ୍ୟ । ବିଧାନସଭାକୁ ୧୧.୩୦ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଗୃହକାର୍ୟ୍ୟ ଆରମ୍ଭରୁ ହଟ୍ଟଗୋଳ ଆରମ୍ଭ କରିଥିଲେ ବିଜେଡି ସଦସ୍ୟ । ସେପଟେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହୀନିପତିଙ୍କ ଉପରୁ ନିଲମ୍ବନ ହଟାଇବାକୁ ଦାବି କରିଛି କଂଗ୍ରେସ । ଏଣୁ ପ୍ରଶ୍ନକାଳକୁ ବୟକଟ କରିଛି କଂଗ୍ରେସ । ତାରା ବାହିନୀପତିଙ୍କ ଉପର ନିଲମ୍ବନ ହଟେଇବା ଦାବିରେ କଂଗ୍ରେସ ବିଧାୟକଙ୍କ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଛନ୍ତି । ହାତରେ କଳା ପଟି ବାନ୍ଧି କଂଗ୍ରେସ ବିଧାୟକ ମାନେ ଗାନ୍ଧୀ ମୂର୍ତ୍ତି ତଳେ ଧାରଣାରେ ବସିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com