
କଟକ: ଶପଥ ନେଲେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି । ଜଷ୍ଟିସ ହରିଶ ଟଣ୍ଡନଙ୍କ ନେଲେ ଶପଥ । ହାଇକୋର୍ଟ ପରିସରରେ ଅନୁଷ୍ଠିତ ହୋଇଛି ଏହି ଶପଥ ଗ୍ରହଣ ଉସôବ । ରାଜ୍ୟପାଳ ହରିବାବୁ କମ୍ଭମପାଟି, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଉପସ୍ଥିତିରେ ଆୟୋଜିତ ହେଉଛି ଏହି କାର୍ଯ୍ୟକ୍ରମ । ଏହା ପୂର୍ବରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ ।