
ଭୁବନେଶ୍ୱର: ଳିବ ସୁଭଦ୍ରା ଟଙ୍କା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ମାର୍ଚ୍ଚ ୩୧ ଭିତରେ ଆବେଦନ କରିଥିବା ସମସ୍ତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଟଙ୍କା । ପୁଣି ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ଯେଉଁମାନେ ଯୋଜନାର ଲାଭ ପାଇବା ପାଇଁ ଆବେଦନ କରିଥିଲେ ସେମାନଙ୍କ ମଧ୍ୟରୁ ଯିଏ ଯୋଗ୍ୟ ବିବେଚିତ ହେବେ ସେମାନେ ଟଙ୍କା ପାଇଲେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି ।