Uncategorizedଓଡ଼ିଶାରାଜନୀତି

ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର;  ବିଧାନସଭାର ମୌସୁମୀ ଅଧିବେଶନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ସେପ୍ଟେମ୍ବର ୧୮ରୁ ମୌସୁମୀ ଅଧିବେଶନ ଆରମ୍ଭ ହୋଇ ୨୫ ତାରିଖ ଯାଏ ଚାଲିବ । ଏନେଇ ନେଇ  ବାଚସ୍ପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସାଧାରଣତଃ ଜୁଲାଇ ଦ୍ବିତୀୟ ସପ୍ତାହରୁ ଅଗଷ୍ଟ ଦ୍ବିତୀୟ ସପ୍ତାହ ଭିତରେ ବିଧାନସଭାର ମୌସୁମୀ ଅଧିବେଶନ ବସି ଶେଷ ହୋଇଥାଏ । ହେଲେ ଏଥର ବିଳମ୍ବରେ ମୌସୁମୀ ଅଧିବେଶନ ବସିବାକୁ ଯାଉଛି । ଏଥର ମାତ୍ର ସପ୍ତାହକ ପାଇଁ ଅଧିବେଶନ ଅନୁଷ୍ଠିତ  ହେବ ।

Related Articles

Back to top button