ଓଡ଼ିଶାରାଜନୀତି

Chief Minister Mohan Majhi at Naveen's residence, inquired about Naveen's health

ଭୁବନେଶ୍ୱର ୨୩/ଅଗଷ୍ଟ : ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଥିଲେ। ନବୀନ ହସ୍ପିଟାଲରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଭେଟିବା ପାଇଁ ନବୀନ ନିବାସକୁ ଯାଇଥିଲେ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ବ୍ୟକ୍ତିଗତ ଭାବରେ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ଏବଂ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ଚିନ୍ତା ମଧ୍ୟ ପ୍ରକାଶ କରିଛନ୍ତି।

Related Articles

Back to top button