Breaking Newsଓଡ଼ିଶାଜୀବନଶୈଳୀମୌସୁମୀ

ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ସହରରେ କୃତ୍ରିିମ ବନ୍ୟା

ଭୁବନେଶ୍ୱର ,ରାସ୍ତାରେ ଆଣ୍ଠୁଏ ଉଚ୍ଚର ପାଣି, ରାସ୍ତାରେ ସୃଷ୍ଟି ହେଲା ନଦୀ ଭ୍ରମ ।ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର, ସହରରେ କୃତ୍ରିିମ ବନ୍ୟା ସୃଷ୍ଟି ହୋଇଛି ।

ଚିଡିଆ ପୋଲ, ନୂଆ ସାହି, ତେଲଙ୍ଗା ଛକରେ ପାଣି ପ୍ରବାହିତ ହେଉଛି ।

ତଳିଆ ଅଞ୍ଚଳର ବିଭିନ୍ନ ଗଳି ଓ ଛକରେ ୨ ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି ।

ଅଡର ବଜାର ଓ କଂଗ୍ରେସ ଗଳିରେ ବି ଆଣ୍ଠୁଏ ଉଚ୍ଚର ପାଣି ଜମା ହୋଇଛି, ଯାହାଫଳରେ ଲୋକଙ୍କ ଯାତାୟତ ବାଧାପ୍ରାପ୍ତ ହୋଇଛି ।ଆରବସାଗରରେ ଲଘୁଚାପ ସୃଷ୍ଟି ହୋଇଥିବାବେଳେ ଆସନ୍ତା ୨୪ ଘଣ୍ଟାରେ ଏହା ଓଡ଼ିଶା ଅତିକ୍ରମ କରିବ ଯାହା

ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଜୋରଦାର ବର୍ଷା ଆରମ୍ଭ ହୋଇଯାଇଛି ।

Related Articles

Back to top button