ଓଡ଼ିଶାରାଜନୀତି

ମୌସୁମୀ ଅଧିବେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି

 ଭୁବନେଶ୍ୱର ,କାଲିଠାରୁ ବିଧାନସଭା ମୌସୁମୀ ଅଧିବେଶନ । ଅଧିବେଶନ ପାଇଁ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଆସନ୍ତା ୨୫ ତାରିଖ ଯାଏ ଚାଲିବାକୁ ଥିବା ଏହି ଅଧିବେଶନରେ ୭ଟି କାର୍ଯ୍ୟ ଦିବସ ଧାର୍ଯ୍ୟ କରାଯାଇଛି ।

 

ଅଧିବେଶନରେ, ଧ।ନକିଣ।- ବିକା , ବେକାରୀ ସମସ୍ୟା, ଆଇନ ଶୃଙ୍ଖଳା ପରିସ୍ଥିତି, ଦରଦାମ ବୃଦ୍ଧି ଆଦି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତ କରିଛନ୍ତି ,ସେପଟେ ଶାସକ ବିଜେପି ଏହାର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି ।

ତେବେ ଅଧିବେଶନ କ୍ୱିବାଲି ଶାନ୍ତିଶୃଙ୍ଖଳାର ସହ ଅନୁଷ୍ଠିତ ହେବ  ବାଚସ୍ପତି  ସବୁ ଦଳକୁ ସର୍ବଦଳୀୟ ବୈଠକରେ ନିବେଦନ କରିଛନ୍ତି।

Related Articles

Back to top button