ଅନ୍ତର୍ଜାତୀୟବାଣିଜ୍ୟ

ଧନତେରାସ, ଦୀପାବଳି ପୂର୍ବରୁ ଗ୍ରାହକଙ୍କୁ ଲାଗିଛି ଶକ୍ତ ଝଟକା ।

ଭୁବନେଶ୍ୱର, ବେଳକୁ ବେଳ ସର୍ବକାଳୀନ ରେକର୍ଡ ଭାଙ୍ଗୁଛି ସୁନା ଦର । ବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ। ସୁନା କିଣିବା ବେଳେ ହଲ୍‌ମାର୍କ ଦେଖି ସୁନା କିଣନ୍ତୁ।

ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ। ଅଫ୍ ସିଜନରେ ସୁନା କିଣନ୍ତୁ ଯାହାଦ୍ୱାରା କମ୍ ଦାମ୍‌ରେ ସୁନା ଗହଣା କିଣିବାର ଲାଭ ପାଇପାରିବେ । ୩ଦିନରେ ୬ହଜାର ଟଙ୍କା ମହଙ୍ଗା ହେଲା ସୁନା ଦର ।  ଭାରତୀୟ ବଜାରରେ ଆଜି ୨୪ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପ୍ରତି ୧,୨୩,୯୪୦ରେ ପହଞ୍ଚିଛି । ସେହିପରି ୨୨ କ୍ୟାରେଟ ହଳଦିଆ ଧାତୁର ଦର ୧,୧୩,୬୧୦କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ରୂପା ଦର ୧୦୦ ଟଙ୍କା ବଢି ୧,୬୦,୧୦୦ ଟଙ୍କା ଛୁଇଁଛି ।ଜାତୀୟ ରାଜଧାନୀ ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୦୯୦ ଟଙ୍କା, ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୩ ,୯୪୦ ଟଙ୍କା ଏବଂ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୧୩,୬୧୦ ଟଙ୍କା ରହିଛି । ରାଜଧାନୀ ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୨୪,୦୯୦ ଟଙ୍କା, ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୨୩ ,୯୪୦ ଟଙ୍କା ଏବଂ ୨୨ କ୍ୟାରେଟ ସୁନା ମୂଲ୍ୟ ୧,୧୩,୬୧୦ ଟଙ୍କା ରହିଛି ।ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୨୪,୨୧୦ ଟଙ୍କା ଏବଂ ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୩,୯୪୦ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧,୬୦,୧୦୦ ଟଙ୍କା ହୋଇଛି ।

 

Related Articles

Back to top button