
ଭୁବନେଶ୍ୱର ,ସଟ୍ ସର୍ଟିକରୁ ଲୋକସେବା ଭବନରେ ନିଆଁ ଲାଗିଥିବା କୁହାଯାଉଛି ।
ଗୃହ ବିଭାଗ ପ୍ରକୋଷ୍ଠରେ ନିଆଁ ଲାଗିଥିଲା ।
ଅଳ୍ପ ସମୟ ଭିତରେ ନିଆଁକୁ ଆୟତ୍ତ କରାଯାଇଥିଲା ।
ସଙ୍ଗେ ସଙ୍ଗେ ଅଗ୍ନିଶମ ବାହିନୀ ସେଠାରେ ପହଞ୍ଚି ନିଆଁକୁ ଆୟତ କରିଥିଲେ ।
ଏଥିରେ କୌଣସି କ୍ଷୟକ୍ଷତି ହୋଇନାହିଁ ।
ନିଆଁକୁ ଆୟତ କରିବାରେ ସଫଳ ହୋଇଥିଲା ଅଗ୍ନିଶମ ବାହିନୀ । ତେବେ ସର୍ଟ ସର୍କିଟରୁ ଏହି ନିଆଁ ଲାଗିଥିବା କୁହାଯାଉଛି ।




