ଅନ୍ୟାନ୍ୟସ୍ୱାସ୍ଥ୍ୟ

ଆଉ ନାହାନ୍ତି ହ୍ୟୁମାନ ସାଗର ।

ଭୁବନେଶ୍ୱର , 36 ବର୍ଷ ବୟସରେ ଆଖି ବୁଜିଲେ ହ୍ୟୁମାନ ସାଗର । ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ।

ଏମ୍ସରେ ଚିକିତ୍ସାଧୀନ ଥିଲେ ହ୍ୟୁମାନ ସାଗର । ଲିଭରରେ ସମସ୍ୟା ପାଇଁ ଗୁରୁତର ହୋଇଥିଲେ । ହ୍ୟୁମାନଙ୍କ ଏକାଧିକ ଅଙ୍ଗ କାମ କରୁ ନଥିଲା ।

ଓଡ଼ିଆ ସିନେମା, ଆଲବମ୍ ଜଗତର ଜଣାଶୁଣା ଚେହେରା ।
ଯୁବ ପିଢ଼ିଙ୍କ ପସନ୍ଦର ଗାୟକ ଥିଲେ ହ୍ୟୁମାନ ସାଗର ।

ଏକାଧିକ ରୋଗରେ ପୀଡିତ ହୋଇ ଚିକିତ୍ସିତ ହେଉଥିଲେ ।ପରଲୋକ ନେଇ ପରିବାର ପକ୍ଷରୁ ଦିଆଗଲା ସୂଚନା  ।

Related Articles

Back to top button