ଐତିହ୍ୟ ଓ ସଂସ୍କୃତିଓଡ଼ିଶା
ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି

ଭୁବନେଶ୍ୱର,ବନକଲାଗି ଗୁପ୍ତ ନୀତି ହୋଇଥିବାରୁ ଆଜି ଶ୍ରୀମନ୍ଦିରରେ ,ଶ୍ରୀବିଗ୍ରହଙ୍କ ଦର୍ଶନ ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏ ବନ୍ଦ ରହିବ।
ରତ୍ନବେଦୀରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି ପରେ କରାଯିବ ମହାସ୍ନାନ।
ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ପରେ ହେବ ବନକଲାଗି।
ଅପରାହ୍ନ ୫ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଦର୍ଶନ ।




