ଅପରାଧଓଡ଼ିଶା

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର,ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ, କେନ୍ଦୁଝର ଓ ବାଲେଶ୍ୱରର ଭିଜିଲାନ୍ସ ଟିମ,ଆନନ୍ଦପୁର ହାଟଡ଼ିହି ବ୍ଲକ୍ ପିଇଓ ଜିତେନ୍ଦ୍ର ଜେନାଙ୍କ ବାସଭବନ ସମେତ, ୬ଟି ସ୍ଥାନରେ ମିଳିତଭାବେ ରେଡ୍ କରାଯାଉଛି ।

୪ ଜଣ ଡିଏସପି ଓ ୮ ଜଣ ଇନସପେକ୍ଟର ଏଥିରେ ସାମିଲ ରହିଛନ୍ତି।

ଚଣ୍ଡିବିରଞ୍ଚିପୁରରେ ୩ ତାଲା ଘର, ବସନ୍ତିଆଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଗୋଦାମ ଗୃହ, ବିଦ୍ୟାଧରପୁରରେ ଥିବା ଇଲେକ୍ଟ୍ରୋନିକ ଦୋକାନ, ପଢିଆରିପଲ୍ଲୀରେ ସମ୍ପର୍କୀୟଙ୍କ ଘର ଓ ପଞ୍ଚାୟତ କାର୍ଯ୍ୟାଳୟରେ ଏକକାଳୀନ ରେଡ ଚାଲିଛି ।

ବସନ୍ତିଆସ୍ଥିତ ଘର ଓ ବ୍ୟବସାୟ ପ୍ରତିଷ୍ଠାନରେ ଚଢ଼ାଉ ଚାଲିଛି ।

Related Articles

Back to top button