Uncategorized
କଷ୍ଟମ ବିଭାଗକୁ ମିଳିଛି ବଡ଼ ସଫଳତା ।

ଭୁବନେଶ୍ବର, ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ ।
ଜବତ ମାରିଜୁଆନାର ମୂଲ୍ୟ ୪କୋଟି ଟଙ୍କା ହେବ ବୋଲି ଅନୁମାନ କରାଯାଉଛି ।
ଥାଇଲାଣ୍ଡରୁ ଏହି ମାରିଜୁଆନା ଭୁବନେଶ୍ବର ଆସୁଥିବା ସୂଚନା ରହିଛି ।
ଭୁବନେଶ୍ବର ବିମାନ ବନ୍ଦରରୁ ଚାଲାଣ ସମୟରେ ୪କୋଟି ଟଙ୍କାର ମାରିଜୁଆନା ଜବତ ।
ଭୁବନେଶ୍ବର ସହରକୁ ନିଶା ଚାଲାଣ ସମୟରେ ଧରିଲା କଷ୍ଟମ ବିଭାଗ ।
ବିମାନରେ ଜଣେ ଯାତ୍ରୀ ମାରିଜୁଆନା ଆଣିଥିବା ବେଳେ ତାଙ୍କୁ କଷ୍ଟମ ବିଭାଗ ଅଟକ ରଖି ସମସ୍ତ ମାରିଜୁଆନା ଜବତ କରିଛି ।
ସମ୍ପୃକ୍ତ ଯାତ୍ରୀଙ୍କ ବ୍ୟାଗରୁ ମାରିଜୁଆନା ଜବତ କରାଯାଇଛି ।




