ଅନ୍ୟାନ୍ୟରାଜନୀତି

ନୀତିନଙ୍କ ନାମ ଆନୁଷ୍ଠାନିକ ଭାବରେ ଘୋଷଣା

ଭୁବନେଶ୍ୱର ,କାର୍ଯ୍ୟକାରୀ ସଭାପତିରୁ  ନୀତିନ ନବୀନ, ପୂର୍ଣ୍ଣକାଳୀନ ସଭାପତି ହୋଇଛନ୍ତି । ଗତକାଲି ନିର୍ବାଚନ ପ୍ରକ୍ରିୟା ପରେ ଆଜି ନୀତିନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆଦିଲ୍ଲୀରେ ଥିବା ବିଜେପି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବିଜେପି ଶାସିତ ରାଜ୍ୟର ସଭାପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ମାନେ ଉପସ୍ଥିତ ରହି ନୂଆ ଅଧ୍ୟକ୍ଷଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।ଗତକାଲି ନିର୍ବାଚନ ପ୍ରକ୍ରିୟା ପରେ ଆଜି ନୀତିନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ନୂଆଦିଲ୍ଲୀରେ ଥିବା ବିଜେପି କାର୍ଯ୍ୟାଳୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ବିଜେପି ଶାସିତ ରାଜ୍ୟର ସଭାପତି, ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ମାନେ ଉପସ୍ଥିତ ରହି ନୂଆ ଅଧ୍ୟକ୍ଷଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ।ବିଜେପି ମୁଖ୍ୟାଳୟରେ ଆୟୋଜିତ ଏକ ସମାରୋହରେ ନୀତିନଙ୍କ ନାମ ଆନୁଷ୍ଠାନିକ ଭାବରେ ଘୋଷଣା କରାଯାଇଛି, ଏବଂ ଆନୁଷ୍ଠାନିକ ଭାବେ ପଦବୀ ଦିଆଯାଇଛି । ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କୁ ପୁଷ୍ପମାଲ୍ୟ ଦେଇ ସ୍ୱାଗତ କରିଥିଲେ। ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଅନେକ ପ୍ରମୁଖ ନେତା ମଧ୍ୟ ତାଙ୍କୁ ସ୍ୱାଗତ କରିଥିଲେ। ଜେପି ନଡ୍ଡା ନୂତନ ଦଳର ସଭାପତି ନୀତିନ ନବୀନଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇ କହିଛନ୍ତି ଯେ ବିଶ୍ୱର ସର୍ବବୃହତ ରାଜନୈତିକ ଦଳ ବିଜେପିର ଜାତୀୟ ସଭାପତି ଭାବରେ ନୀତିନ ନବୀନ ଦାୟିତ୍ୱ ନେବାର ଆଜି ଏକ ଐତିହାସିକ ଅବସର।

Related Articles

Back to top button