Featuredଜାତୀୟ

ଦିଲ୍ଲୀରେ ଆଜିଠୁ ଖୋଲିଲା ସ୍କୁଲ

ବାୟୁ ପ୍ରଦୂଷଣର ସ୍ଥିତିରେ ସାମାନ୍ୟ ସୁଧାର ଆସୁଥିବାରୁ ଆଜିଠୁ ରାଜଧାନୀ ଦିଲ୍ଲୀରେ ଖୋଲିଲା ସ୍କୁଲ । ଦ୍ରୁତ ଗତିରେ ପ୍ରଦୂଷଣ ବଢୁଥିବାରୁ ସ୍କୁଲ ବନ୍ଦ କରାଯାଇଥିଲା । ଏବେବି କିଛି ସ୍ଥାନରେ ପ୍ରଦୂଷଣ ମାତ୍ରା ଗମ୍ଭୀର ରହିଛି । ଦିଲ୍ଲୀ ଏବଂ ଏନସିଆରରେ ଏକ୍ୟୁଆଇ ସ୍ତର ୩୫୦ ତଳେ ରହିଛି । ଯାହା ଦିଲ୍ଲୀବାସୀଙ୍କୁ ସାମାନ୍ୟ ଆଶ୍ବସ୍ତ କରିଛି । ଏତତ୍ ବ୍ୟତୀତ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ କହିଛି ଯେ, ଆସନ୍ତା ୨ରୁ ୩ ଦିନ ଯାଏଁ ଦିଲ୍ଲୀରେ ପ୍ରଦୂଷଣ ବୃଦ୍ଧିର ଆଶଙ୍କା କମ ରହିବ । ଫଳରେ ୱାର୍କ ଫର୍ମ ହୋମ ବ୍ୟବସ୍ଥାକୁ ଶେଷ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com