ଜାତୀୟ

ଅଯୋଧ୍ୟାରେ ରାମ ମନ୍ଦିର ର୍ନିମାଣ ପାଇଁ ରାସ୍ତା ପରିଷ୍କାର କରିଥିବା ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚର ଜଣେ ବିଚାରପତି ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠାରେ ଅଂଶଗ୍ରହଣ କରିବେ

ଅଯୋଧ୍ୟାରେ ରାମ ମନ୍ଦିର ର୍ନିମାଣ ପାଇଁ ରାସ୍ତା ପରିଷ୍କାର କରିଥିବା ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚର ଜଣେ ବିଚାରପତି କେବଳ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠାରେ ଅଂଶଗ୍ରହଣ କରିବେ।

ଜାନୁୟାରୀ ୨୨ ରେ ପ୍ରାଣ ପ୍ରତିଷ୍ଠା ସମାରୋହରେ ତତ୍କାଳୀନ ସିଜେଆଇ ରଂଜନ ଗୋଗୋଇଙ୍କ ନେତୃତ୍ୱରେ ଏହି ବେଞ୍ଚରେ ଅନ୍ତର୍ଭୁକ୍ତ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ, ଜଷ୍ଟିସ ଏସଏ ବୋବଦେ, ଅଶୋକ ଭୂଷଣ ଏବଂ ଏସ ଅବଦୁଲ ନାଜିରଙ୍କୁ ରାଜକୀୟ ଅତିଥି ଭାବରେ ନିମନ୍ତ୍ରଣ କରାଯାଇଥିଲା। ତେବେ ଏହି ସମାରୋହରେ କେବଳ ଜଣେ ବିଚାରପତି ଯୋଗଦେବେ।

Related Articles

Back to top button