ମନୋରଞ୍ଜନ
-
‘ଆନିମଲ’ ଓ ‘ଡଙ୍କି’କୁ ପଛରେ ପକାଇଛି ‘ପୁଷ୍ପା-୨’
‘ଆନିମଲ’ ଓ ‘ଡଙ୍କି’କୁ ପଛରେ ପକାଇଛି ‘ପୁଷ୍ପା-୨’। ଫିଲ୍ମର ଟିଜରକୁ ପ୍ରଥମ ୨୪ ଘଣ୍ଟା ମଧ୍ୟରେ ୟୁଟ୍ୟୁବରେ ୩୯ମିଲିୟନରୁ ଅଧିକ ଲୋକ ଦେଖିଛନ୍ତି। ଗତ ବର୍ଷ ରଣବୀର…
Read More » -
ଅଭିନେତ୍ରୀ ଜାହ୍ନବୀ କପୁର ଓ ତାଙ୍କ ପ୍ରେମିକ ଶିଖର ପହରିୟାଙ୍କ ମଧ୍ୟରେ ଥିବା ସଂପର୍କର ଚର୍ଚ୍ଚା ଏବେ ଚାରିଆଡ଼େ
ଅଭିନେତ୍ରୀ ଜାହ୍ନବୀ କପୁର ଓ ତାଙ୍କ ପ୍ରେମିକ ଶିଖର ପହରିୟାଙ୍କ ମଧ୍ୟରେ ଥିବା ସଂପର୍କର ଚର୍ଚ୍ଚା ଏବେ ଚାରିଆଡ଼େ। ଏହାରି ମଧ୍ୟରେ ଜାହ୍ନବୀଙ୍କ ଏକ ଭିଡିଓ ସାମ୍ନାକୁ…
Read More » -
ଗ୍ଲୋବାଲ୍ ସିଙ୍ଗିଂ ସେନ୍ସେସନ୍ ତଥା ଅଭିନେତା ଦିଲଜିତ୍ ଦୋସାଞ୍ଜ ତାଙ୍କ ବ୍ୟକ୍ତିଗତ ଜୀବନକୁ ସର୍ବଦା ଗୋପନ ରଖିବାକୁ ଭଲପାଆନ୍ତି
ଗ୍ଲୋବାଲ୍ ସିଙ୍ଗିଂ ସେନ୍ସେସନ୍ ତଥା ଅଭିନେତା ଦିଲଜିତ୍ ଦୋସାଞ୍ଜ ତାଙ୍କ ବ୍ୟକ୍ତିଗତ ଜୀବନକୁ ସର୍ବଦା ଗୋପନ ରଖିବାକୁ ଭଲପାଆନ୍ତି। ତାଙ୍କର ବ୍ୟବାହିକ ଜୀବନକୁ ନେଇ କୌଣସି ସାର୍ବଜନୀନ…
Read More » -
ବଲିଉଡ ଅଭିନେତା ଅକ୍ଷୟ କୁମାର ଆଇପିଏଲ ୨୦୨୪ ବିଷୟରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି
ବଲିଉଡ ଅଭିନେତା ଅକ୍ଷୟ କୁମାର ଆଇପିଏଲ ୨୦୨୪ ବିଷୟରେ ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଅକ୍ଷୟ ଏହି ଚାରିଟି ଦଳର ନାମ ଦେଇଛନ୍ତି ଯାହା ଚଳିତ ସିଜନରେ…
Read More » -
ଜୀ ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ଧାରାବାହିକ ‘ତୁ ଖରା ମୁଁ ଛାଇ
ଜୀ ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ଧାରାବାହିକ ‘ତୁ ଖରା ମୁଁ ଛାଇ’ । ସୋମବାରରୁ ଶନିବାର ରାତି ୮:୩୦ ରେ ପ୍ରସାରିତ ଭିନ୍ନ ଧରଣର…
Read More » -
ଲୋକସଭା ନିର୍ବାଚନ ପୂର୍ବରୁ ତେଲୁଗୁ ସୁପରଷ୍ଟାର ଚିରଞ୍ଜୀବୀ ତାଙ୍କ ଭାଇ ପୱନ କଲ୍ୟାଣଙ୍କ ଜନସେନା ପାର୍ଟିକୁ ୫ କୋଟି ଟଙ୍କା ଦାନ କରିଛନ୍ତି
ଲୋକସଭା ନିର୍ବାଚନ ପୂର୍ବରୁ ତେଲୁଗୁ ସୁପରଷ୍ଟାର ଚିରଞ୍ଜୀବୀ ତାଙ୍କ ଭାଇ ପୱନ କଲ୍ୟାଣଙ୍କ ଜନସେନା ପାର୍ଟିକୁ ୫ କୋଟି ଟଙ୍କା ଦାନ କରିଛନ୍ତି। ଉଲ୍ଲେଖଯୋଗ୍ୟ, ଅଭିନେତା ଚିରଞ୍ଜୀବୀଙ୍କ…
Read More » -
ବଲିଉଡ ସିନେ ଜଗତର ‘ଖଳନାୟକ’ ତଥା ସୁପରଷ୍ଟାର ସଞ୍ଜୟ ଦତ୍ତ ଏବେ ରାଜନୀତିରେ ଡେବ୍ୟୁ କରିଛନ୍ତି
ବଲିଉଡ ସିନେ ଜଗତର ‘ଖଳନାୟକ’ ତଥା ସୁପରଷ୍ଟାର ସଞ୍ଜୟ ଦତ୍ତ ଏବେ ରାଜନୀତିରେ ଡେବ୍ୟୁ କରିଛନ୍ତି। ତେବେ ଚଳିତବର୍ଷ ଲୋକସଭା ନିର୍ବାଚନରେ ମୁଖ୍ୟମନ୍ତ୍ରୀଙ୍କୁ ଟକ୍କର ଦେବେ ମୁନ୍ନା…
Read More » -
ଆମେରିକୀୟ ଗାୟିକା, ଗୀତିକାର ଏବଂ ଅଭିନେତ୍ରୀ ଲେଡି ଗାଗାଙ୍କର ରହିଛନ୍ତି ଅନେକ ପ୍ରଶଂସକ
ଆମେରିକୀୟ ଗାୟିକା, ଗୀତିକାର ଏବଂ ଅଭିନେତ୍ରୀ ଲେଡି ଗାଗାଙ୍କର ରହିଛନ୍ତି ଅନେକ ପ୍ରଶଂସକ। ୩୮ ବର୍ଷିୟା ଲେଡି ଗାଗା ତାଙ୍କ ବୃତ୍ତିଗତ ଜୀବନ ଅପେକ୍ଷା ବ୍ୟକ୍ତିଗତ ଜୀବନ…
Read More » -
ବଲିଉଡ ଅଭିନେତା ଆଦିତ୍ୟ ରୟ କାପୁର ଏବଂ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ହୋଇଆସୁଛି
ବଲିଉଡ ଅଭିନେତା ଆଦିତ୍ୟ ରୟ କାପୁର ଏବଂ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ହୋଇଆସୁଛି। ଏମିତି କି ଟକ୍ ସୋ’ରେ…
Read More » -
ଅଭିନେତ୍ରୀ କଙ୍ଗନା ରାଣାୱତ ଆଜିକାଲି ଖୁବ୍ ଚର୍ଚ୍ଚାରେ ଅଛନ୍ତି
ଅଭିନେତ୍ରୀ କଙ୍ଗନା ରାଣାୱତ ଆଜିକାଲି ଖୁବ୍ ଚର୍ଚ୍ଚାରେ ଅଛନ୍ତି । ବିଜେପିରେ ଯୋଗ ଦେଇଥିବା କଙ୍ଗନା ହିମାଚଳପ୍ରଦେଶ ମଣ୍ଡିରୁ ଲୋକସଭା ନିର୍ବାଚନ ଲଢିବାକୁ ଯାଉଛନ୍ତି । ଏବେ…
Read More »