ଓଡ଼ିଶା

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା

ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ହାଲୁକା ବର୍ଷା । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଏଭଳି ପାଗ ଜାରି ରହିବ। ୧୨ ତାରିଖ ଠାରୁ ପାଗରେ ପରିବର୍ତ୍ତନ ହେବା ସହ ତାତି ବଢିବ। ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ବାଭାବିକ ଠାରୁ ୩ ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ହେବ।

Related Articles

Back to top button