ଓଡ଼ିଶା

ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼

ନୂଆଦିଲ୍ଲୀ ଗଣତନ୍ତ୍ର ଦିବସରେ ସ୍ଥାନ ପାଇବ ଓଡ଼ିଶା ପ୍ରଜ୍ଞାପନ ମେଢ଼ । ଓଡ଼ିଶାର ପ୍ରଜ୍ଞାପନ ମେଢ଼ ମଡେଲ ମନୋନୀତ ହୋଇଥିବା ସୂଚନା । ଏନେଇ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ପ୍ରତିରକ୍ଷା ମନ୍ତ୍ରାଳୟର ଚିଠି ।

୧୬ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମଡେଲ ଚୂଡ଼ାନ୍ତ ନେଇ ଚିଠି । ମଡେଲ ମନୋନୀତ ସହ, ଏ ସଂପର୍କୀତ ଗାଇଡଲାଇନ ନେଇ ହୋଇଛି ଚିଠି । ଚଳିତ ବର୍ଷ ଓଡ଼ିଶା ପକ୍ଷରୁ ରଘୁରାଜପୁର ଶିଳ୍ପୀଗ୍ରାମ ମଡେଲ ପଠାଯାଇଥିଲା ।

Related Articles

Back to top button
WP Twitter Auto Publish Powered By : XYZScripts.com