କ୍ରୀଡ଼ା

ବିସିସିଆଇର ନୂଆ ଅଧ୍ୟକ୍ଷ ହେଲେ ରୋଜର ବିନ୍ନି

ଭୁବନେଶ୍ୱର: ବିସିସିଆଇର ନୂଆ ଅଧ୍ୟକ୍ଷ ହେଲେ ରୋଜର ବିନ୍ନି । ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ୍ ବୋର୍ଡର ବାର୍ଷିକ ସାଧାରଣ ବୈଠକରେ ଏଭଳିନିଷ୍ପତ୍ତି ନିଆଯାଇଛି।

ଏହି ବୈଠକରେ ବସିସିଆଇ ସଚିବ ଜୟ ଶାହ, ପୂର୍ବତନ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି, ଉପାଧ୍ୟକ୍ଷ ରାଜୀବ ଶୁକ୍ଲା, କୋଷାଧ୍ୟକ୍ଷ ଅରୁଣ ସିଂହ ଧୁମଲ ଓ ପୂର୍ବତନ ଭାରତୀୟ କ୍ରିକେଟର୍ ରୋଜର ବିନ୍ନି ସାମିଲ ହୋଇଥିଲେ। ବିନ୍ନି କର୍ଣ୍ଣାଟକ ରାଜ୍ୟ କ୍ରିକେଟ୍ ଆସୋସିଏସନର ସଭାପତି ରହିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com