ପୂର୍ବତନ ଭାରତୀୟ ଅଧିନାୟକ ମହେନ୍ଦ୍ର ସିଂ ଧୋନିଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି ଭିଡିଓରେ ଦେଖିବାକୁ ମିଳୁଛି ଧୋନି ଏକ ପାର୍ଟିରେ ଅଛନ୍ତି…