ଓଡ଼ିଶା

ରାଜ୍ୟରେ ପ୍ରଥମକରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ର ସ୍ପିନ୍ଟର୍ସ ପ୍ରତିରୋପଣ କରାଯାଇଛି

ଗୁଣବତ୍ତାସମ୍ପନ୍ନ ସ୍ବାସ୍ଥ୍ୟ ସେବା ପ୍ରଦାନ କ୍ଷେତ୍ରର ଖ୍ୟାତି ଅର୍ଜନ କରିଥିବା ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ୱର ଏହାର ସଫଳତାରେ ଯୋଡ଼ିଛି ଆଉ ଏକ ଫର୍ଦ୍ଦ।

ରାଜ୍ୟରେ ପ୍ରଥମକରି ଜଣେ ବ୍ୟକ୍ତିଙ୍କ ଶରୀରରେ କୃତ୍ରିମ ମୂତ୍ର ସ୍ପିନ୍ଟର୍ସ ପ୍ରତିରୋପଣ କରାଯାଇଛି। ଏମ୍ସ ଭୁବନେଶ୍ୱର ୟୁରୋଲୋଜି ବିଭାଗ ଦ୍ବାରା କରାଯାଇଥିବା ଏହି ଅତ୍ୟାଧୁନିକ ପ୍ରତିରୋପଣ ଓଡ଼ିଶାରେ ପ୍ରଥମ ହେବାର ଗୌରବ ଲାଭ କରିଛି।

Related Articles

Back to top button