ଓଡ଼ିଶା

ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି।

ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ ଅଦାଲତ ଦେଇଥିବା ଆଦେଶକୁ ହାଇକୋର୍ଟ ଖାରଜ କରିଛନ୍ତି।

ଏଡେନ୍‌ ଇନ୍‌ଫ୍ରା ପ୍ରୋଜେକ୍ଟ୍‌ସ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଚିଟ୍‌ଫଣ୍ଡ କମ୍ପାନୀର ମୁଖ୍ୟ ଇନ୍ଦ୍ରଜିତ୍‌ ଦେଙ୍କ ପକ୍ଷରୁ ଆଗତ ଆବେଦନର ଶୁଣାଣି କରି ହାଇକୋର୍ଟ ଏହି ଆଦେଶ ଦେଇଛନ୍ତି।

Related Articles

Back to top button