ଜାତୀୟ

ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ପ୍ରସ୍ତୁତି ଚାଲିଛି

ଅଯୋଧ୍ୟାରେ ରାମ ମନ୍ଦିରର ପ୍ରାଣ ପ୍ରତିଷ୍ଠା ସମାରୋହ ପାଇଁ ପ୍ରସ୍ତୁତି ଚାଲିଛି। ୨୨ ଜାନୁଆରୀରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ। ପ୍ରାଣ ପ୍ରତିଷ୍ଠା ସମାରୋହର ନିମନ୍ତ୍ରଣକୁ ନେଇ ଅନେକ ଆଲୋଚନା ମଧ୍ୟ ହୋଉଛି ।

ଏଥି ସହିତ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ମଧ୍ୟ ଏହି କାର୍ଯ୍ୟକ୍ରମରେ ସାମିଲ ହେବାକୁ ନିମନ୍ତ୍ରଣ କରାଯାଇଛି। ତେବେ ସେ ଯୋଗ ଦେବେକି ନାହିଁ ଏ ପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ନେଇ ନାହାଁନ୍ତି।

Related Articles

Back to top button