ଓଡ଼ିଶା

ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ବ୍ୟବସ୍ଥାରେ ଗୋଟିଏ ପରେ ଗୋଟିଏ ନୂତନ ଫର୍ଦ୍ଦ ଯୋଡ଼ି ହେଉଛି

ମୟୂରଭଞ୍ଜ ଜିଲ୍ଲାର ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ବ୍ୟବସ୍ଥାରେ ଗୋଟିଏ ପରେ ଗୋଟିଏ ନୂତନ ଫର୍ଦ୍ଦ ଯୋଡ଼ି ହେଉଛି। ସେହି କ୍ରମରେ ଶିମିଳିପାଳ ଅଭୟାରଣ୍ୟର ସୁରକ୍ଷା ନିମନ୍ତେ ଉପଗ୍ରହ ‘ଭି-ସାଟ୍‌‌’ ନଜରରେ ରହିବ।

ଏ ନେଇ ବନ ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଉଛି ବୋଲି ରାଜ୍ୟ ପ୍ରମୁଖ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ୱାଇଲ୍‌‌ଡ ଲାଇଫ୍‌‌ ସୁଶାନ୍ତ କୁମାର ନନ୍ଦ ସୂଚନା ଦେଇଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com