ଓଡ଼ିଶା

ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି।

ଓଡ଼ିଶା ହାଇକୋର୍ଟରେ ୩୫ଟି ଜୁନିୟର ଷ୍ଟେନୋଗ୍ରାଫର ପଦ ପୂରଣ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି। ଯୋଗ୍ୟ ପ୍ରାର୍ଥୀମାନେ ମେ’ ୨୦ ତାରିଖ ସକାଳ ୧୦ଟାରୁ ଏଥିପାଇଁ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ।

ଅନ୍‌ଲାଇନ୍ ଆବେଦନର ଶେଷ ତାରିଖ ଜୁନ୍ ୧୮ ତାରିଖ ରହିଛି। ଏହି ପଦରେ ଯେଉଁମାନେ ନିଯୁକ୍ତି ପାଇବେ ସେମାନଙ୍କ ପେ’ ସ୍କେଲ୍ ୨୫ ହଜାର ୫୦୦ ଟଙ୍କାରୁ ୮୧,୧୦୦ ଟଙ୍କା ରହିଛି।

Related Articles

Back to top button
WP Twitter Auto Publish Powered By : XYZScripts.com