ମୁମ୍ୱାଇ: ଦୁର୍ଘଟଣାର ଶିକାର ହୋଇଛନ୍ତି ବଲିଉଡର ପ୍ରସିଦ୍ଧ ମ୍ୟୁଜିକ କମ୍ପୋଜର ବିଶାଲ ଦଦଲାନି। ଦୁର୍ଘଟଣାର ଶିକାର ହେବା ପରେ ବିଶାଲ ଏବେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ।…