ଓଡ଼ିଶା

ବିଧାନ ପରିଷଦ ପ୍ରସଙ୍ଗ : କେନ୍ଦ୍ରକୁ ୨ଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର

ଭୁବନେଶ୍ବର() ବିଧାନ ପରିଷଦ ପ୍ରସଙ୍ଗରେ କେନ୍ଦ୍ରକୁ ଦୁଇଟି ଚିଠି ଲେଖିଲେ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର । ପ୍ରଥମ ଚିଠିରେ ୨୦୧୮ରେ ଦିଆଯାଇଥିବା ସମସ୍ତ ତଥ୍ୟକୁ ସଂଲଗ୍ନ କରି ପଠାଯାଇଛି । ଦ୍ଵିତୀୟ ଚିଠିଟି କେନ୍ଦ୍ର ଆଇନ ମନ୍ତ୍ରୀଙ୍କୁ ଲେଖିଛନ୍ତି ବାଚସ୍ପତି । ଏଥିରେ ବାଚସ୍ପତି ଉଲ୍ଲେଖ କରିଛନ୍ତି ଯେ, ୨୦୧୮ରେ ବିଧାନସଭା ପକ୍ଷରୁ ଦିଆଯାଇଥିବା ଚିଠି କିପରି ପହଞ୍ଚିନାହିଁ ବିଭାଗ ନିକଟରେ ସେ ସଂକ୍ରାନ୍ତରେ ଏକ ଅନୁଧ୍ୟାନ କରିବା ପାଇଁ ବାଚସ୍ପତି ଅନୁରୋଧ କରିଛନ୍ତି ।

Related Articles

Back to top button
WP Twitter Auto Publish Powered By : XYZScripts.com