ଜାତୀୟ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ଆସିଛି ଏକ ବଡ଼ ଖବର

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ନେଇ ଆସିଛି ଏକ ବଡ଼ ଖବର । ମୁଖ୍ୟମନ୍ତ୍ରୀଙ୍କ ମୁଣ୍ଡରେ ଶକ୍ତ ଆଘାତ ଲାଗିବା ସହ ତାଙ୍କ ମୁଣ୍ଡରୁ ରକ୍ତ ଝରୁଥିଲା । ତେଣୁ ଚିକିତ୍ସା ପାଇଁ ତାଙ୍କୁ କୋଲକତା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଏନେଇ ତୃଣମୂଳ କଂଗ୍ରେସ ପକ୍ଷରୁ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସ’ରେ ଏକ ପୋଷ୍ଟ ଶେୟାର କରି ସୂଚନା ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନିଜ ବାସଭବନରେ ଟ୍ରେଡ ମିଲ କରୁଥିବା ସମୟରେ ଅଚାନକ ତଳେ ପଡ଼ି ଯାଇଥିଲେ ।

Related Articles

Back to top button
WP Twitter Auto Publish Powered By : XYZScripts.com