ରାଜନୀତି

ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ଶପଥ ଗ୍ରହଣ ସମାରୋହ

ଆଜି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବଙ୍କ ଶପଥ ଗ୍ରହଣ ସମାରୋହ । ବିଜେପି ବିଧାୟକ ଦଳ ବୈଠକରେ ନେତା ଘୋଷଣା ପରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ରାଜଭବନ ଯାଇ ରାଜ୍ୟପାଳ ମଙ୍ଗୁଭାଇ ପଟେଲଙ୍କୁ ସାକ୍ଷାତ କରି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି।

ଏହାପରେ ବିଜେପି ବିଧାୟକ ଦଳ ନେତା ମୋହନ ଯାଦବ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ନେଇ ଦାବି ଉପସ୍ଥାପନ କରିଛନ୍ତି ।ରାଜଧାନୀ ଭୋପାଳର ଜମ୍ବୁରୀ ମୈଦାନରେ ଆୟୋଜିତ ହେବ ଏହି ଶପଥଗ୍ରହଣ ସମାରୋହ । ବିଜେପି ମଧ୍ୟପ୍ରଦେଶରେ ୨୩୦ ଆସନରୁ ୧୬୩ ସିଟରେ ବିଜୟ ହାସଲ କରିଛି ।

Related Articles

Back to top button
WP Twitter Auto Publish Powered By : XYZScripts.com