କ୍ରୀଡ଼ା

ବିଶାଖାପାଟଣା ଡ. ଓ୍ବାଇ.ଏସ୍‌. ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷ

ବିଶାଖାପାଟଣା ଡ. ଓ୍ବାଇ.ଏସ୍‌. ରାଜଶେଖର ରେଡ୍ଡୀ ଷ୍ଟାଡିୟମରେ ଶୁକ୍ରବାରଠାରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଖେଳ ଶେଷ ସୁଦ୍ଧା ଭାରତ ୬ ଉଇକେଟ ହରାଇ ୩୩୬ ରନ୍‌ କରିଛି ।

ଯଶସ୍ବୀ ଜୟସ୍ବାଲ ପୂରାଦିନ ବ୍ୟାଟିଂକରି ୧୭୯ ରନ୍‌ କରି ଅପରାଜିତ ଥିବା ବେଳେ ରବିଚନ୍ଦ୍ରନ ଅଶ୍ବିନ ୫ ରନ୍‌ କରି କ୍ରିଜ୍‌ରେ ରହିଛନ୍ତି। ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା।

Related Articles

Back to top button