କ୍ରୀଡ଼ା

ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି

ମୁମ୍ବାଇ ଇଣ୍ଡିଆନ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଏକ ବଡ଼ ଝଟକା ଲାଗିଛି। ଗୋଟିଏ ମ୍ୟାଚ ପାଇଁ ପାଣ୍ଡ୍ୟାଙ୍କୁ ବାସନ୍ଦ କରାଯାଇଛି। ସେ ଆଗାମୀ ସିଜନର ପ୍ରଥମ ମ୍ୟାଚ ଖେଳିବାକୁ ସକ୍ଷମ ହେବେ ନାହିଁ।

ଗତ ମ୍ୟାଚରେ ଲକ୍ଷୌ୍ନ ସୁପର ଜିଆଣ୍ଟସ ଦ୍ୱାରା ମୁମ୍ବାଇ ଇଣ୍ଡିଆନ୍ସ ପରାସ୍ତ ହୋଇଥିଲା। ଏହି ମ୍ୟାଚରେ ମନ୍ଥର ଗତି ହେତୁ ପାଣ୍ଡ୍ୟାଙ୍କୁ ଗୋଟିଏ ମ୍ୟାଚ ପାଇଁ ବାସନ୍ଦ କରାଯାଇଛି। ମୁମ୍ବାଇକୁ ଏହି ମ୍ୟାଚକୁ ୧୮ ରନରେ ହାରିଇବାକୁ ପଡିଥିଲା।

Related Articles

Back to top button