ଅନ୍ୟାନ୍ୟଭାଇରାଲ୍ ଭିଡିଓ

ଅଷ୍ଟମ ଶ୍ରେଶୀ ଛାତ୍ରଙ୍କ ସହ ଶାରୀରିକ ସମ୍ପର୍କ ରଖି ଶିକ୍ଷୟିତ୍ରୀ ଗିରଫ

ଯୁକ୍ତରାଷ୍ଟ୍ର ଆମେରିକାରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଅଷ୍ଟମ ଶ୍ରେଶୀ ଛାତ୍ରଙ୍କ ସହ ଶାରୀରିକ ସମ୍ପର୍କ ରଖି ଶିକ୍ଷୟିତ୍ରୀ ଗିରଫ ହୋଇଛନ୍ତି। ଶିକ୍ଷୟିତ୍ରୀ ଜଣଙ୍କ ୮ ବର୍ଷ ପୂର୍ବେ ଅଷ୍ଟମ ଶ୍ରେଣୀର ଛାତ୍ରଙ୍କ ସହ ଯୌନ ସମ୍ପର୍କ ରଖିଥିବା ଅଭିଯୋଗ ହୋଇଥିଲା।

ଏବେ ତାଙ୍କୁ ଗିରଫ କରାଯାଇଛି। ପୋଲିସର ସୂଚନା ଅନୁଯାୟୀ, ୩୧ ବର୍ଷିୟା ମେଲିସା ମାରି କାର୍ଟିସ ଜଣେ ଛାତ୍ରଙ୍କ ସହ ଯୌନ ସମ୍ପର୍କ ରଖିଥିଲେ। ସେ ୨୦୧୫ରେ ମଣ୍ଟଗୋମେରୀ ମଧ୍ୟମ ବିଦ୍ୟାଳୟରେ ଶିକ୍ଷୟିତ୍ରୀ ଥିଲେ।

Related Articles

Back to top button