ମନୋରଞ୍ଜନ

ତେଲୁଗୁ ଟେଲିଭିଜନ ଧାରାବାହିକ ‘ତ୍ରିନୟନୀ’ରେ ତିଳେତ୍ତମା ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ପବିତ୍ରା ଜୟରାମଙ୍କ ରବିବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି

ତେଲୁଗୁ ଟେଲିଭିଜନ ଧାରାବାହିକ ‘ତ୍ରିନୟନୀ’ରେ ତିଳେତ୍ତମା ଭୂମିକାରେ ଅଭିନୟ କରିଥିବା ଅଭିନେତ୍ରୀ ପବିତ୍ରା ଜୟରାମଙ୍କ ରବିବାର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି।

ଆନ୍ଧ୍ରପ୍ରଦେଶର ମେହବୁବନଗର ନିକଟରେ ଏକ ଭୟଙ୍କର କାର ଦୁର୍ଘଟଣାରେ ଏହି ଅଭିନେତ୍ରୀଙ୍କ ମୃତ୍ୟୁ ଘଟିଛି। ପବିତ୍ରାଙ୍କ କାରଟି ନିୟନ୍ତ୍ରଣ ବାହାରକୁ ଯାଇ ଡିଭାଇଡର୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ସମୟରେ ହାଇଦ୍ରାବାଦରୁ ୱାନାପାର୍ଟି ଯାଉଥିବା ଏକ ବସ କାରର ଡାହାଣ ପାର୍ଶ୍ୱରେ ମୁହାଁମୁହିଁ ଧକ୍କା ହୋଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com