ଜାତୀୟ

ତେଲଙ୍ଗାନା ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ତାମିଲିସାଇ ସୌନ୍ଦର୍ଯ୍ୟରାଜନ୍

ତେଲଙ୍ଗାନା ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ତାମିଲିସାଇ ସୌନ୍ଦର୍ଯ୍ୟରାଜନ୍ । ଆଗକୁ ହେବାକୁ ଥିବା ଲୋକସଭା ନିର୍ବାଚନ ଲଢିବା ନେଇ ଚର୍ଚ୍ଚା ହେଉଥିବାବେଳେ ସେ ଏହି ପଦରୁ ଇସ୍ତଫା ଦେଇଛନ୍ତି ।

୨୦୧୯ରେ ସେ ତେଲଙ୍ଗାନାର ଦ୍ବିତୀୟ ରାଜ୍ଯପାଳ ଭାବେ ଦାୟିତ୍ବ ଗ୍ରହଣ କରିଥିଲେ। ତେଲଙ୍ଗାନାର ରାଜ୍ଯପାଳ ସହ ସେ ମଧ୍ଯ ପୁଡୁଚେରୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଥିଲେ। ସୌନ୍ଦରରାଜନ ବିଜେପି ଲୋକସଭା ନିର୍ବାଚନରୁ ଲଢିବା ନେଇ ଅନୁମାନ କରାଯାଉଛି।

Related Articles

Back to top button
WP Twitter Auto Publish Powered By : XYZScripts.com