ଶିକ୍ଷା

ଜାନୁଆରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ।

ଜାନୁଆରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ୍ ପରୀକ୍ଷା ଆରମ୍ଭ ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୨୬ ତାରିଖରୁ ପରୀକ୍ଷା କେନ୍ଦ୍ରଗୁଡ଼ିକୁ ପଠାଯିବ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା।

ଚଳିତ ମାସ ୩୧ସୁଦ୍ଧା ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଗୁଡ଼ିକରେ ପହଞ୍ଚିବ ଏସବୁ ସାମଗ୍ରୀ। ପରୀକ୍ଷା ଅଧୀକ୍ଷକମାନେ ପ୍ରଶ୍ନପତ୍ର, ଉତ୍ତର ଖାତା ସମେତ ଅନ୍ୟାନ୍ୟ କାଗଜପତ୍ର ଗ୍ରହଣ କରିବା ସମୟରେ ତାହାକୁ ଭଲ ଭାବେ ଯାଞ୍ଚ କରିବେ।

Related Articles

Back to top button