ମନୋରଞ୍ଜନ

ଅଭିନେତା ଧନୁଷଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘କ୍ୟାପଟେନ୍‌ ମିଲର୍‌’ର ଟ୍ରେଲର ରିଲିଜ ହୋଇଛି

ଅଭିନେତା ଧନୁଷଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘କ୍ୟାପଟେନ୍‌ ମିଲର୍‌’ର ଟ୍ରେଲର ରିଲିଜ ହୋଇଛି, ଯାହା ପ୍ରଶଂସକଙ୍କ ଠାରୁ ବହୁତ ଭଲ ପାଇବା ପାଇଛି।

ଟ୍ରେଲର ରିଲିଜ୍ ହେବାର ମାତ୍ର ୧୩ ଘଣ୍ଟା ମଧ୍ୟରେ ୧୧ ଲକ୍ଷରୁ ଅଧିକ ଲୋକ୍ ଏହାକୁ ଦେଖିସାରିଛନ୍ତି। ଏଥି ସହିତ ପ୍ରଶଂସକମାନେ ଏହି ଚଳଚ୍ଚିତ୍ରକୁ ବ୍ଲକ୍‌ବଷ୍ଟର୍‌ ବୋଲି ମଧ୍ୟ କହୁଛନ୍ତି।

Related Articles

Back to top button