ଓଡ଼ିଶା

ରାଜ୍ୟରେ ଚଳିତବର୍ଷର ଖରିଫ୍‍ ମାଣ୍ଡିଆ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ତାରଖକୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି

ରାଜ୍ୟରେ ଚଳିତବର୍ଷର ଖରିଫ୍‍ ମାଣ୍ଡିଆ ସଂଗ୍ରହ ପାଇଁ ଚାଷୀ ପଞ୍ଜୀକରଣ ତାରଖକୁ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ଚାଷୀମାନେ ନିକଟସ୍ଥ କୃଷକ ସଙ୍ଗଠନ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ପାକ୍‍ସ୍‍ ମାଧ୍ୟମରେ ପଞ୍ଜୀକରଣ କରିବାକୁ ଅନୁରୋଧ କରାଯାଇଛି ।

ମାଣ୍ଡିଆ ବିକ୍ରୟ ପାଇଁ ଇଚ୍ଛୁକ ଥିବା ନୂତନ ଚାଷୀମାନେ ପଞ୍ଜୀକରଣ ଫର୍ମରେ ଥିବା ସମସ୍ତ ତଥ୍ୟକୁ ଲଗ୍‍ଇନ୍‍ ୱେବ୍‍ସାଇଟ୍‍ www.tdccorissa.org ରେ ଡିଜିଟାଇଜ୍‍ କରିବା ସହ ପଞ୍ଜୀକୃତ ଫର୍ମ ନିର୍ଭୁଲ ବୋଲି ସୁନିଶ୍ଚିତ କରାଇବାକୁ କୁହାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com