ଓଡ଼ିଶା

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ହିଟ୍ ୱେଭ ମୁକାବିଲା ଟିପ୍ସ

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲରେ ଛାତ୍ରଛାତ୍ରୀଙ୍କୁ ଦିଆଯିବ ହିଟ୍ ୱେଭ ମୁକାବିଲା ଟିପ୍ସ । ଗଣଶିକ୍ଷା ବିଭାଗ ଏ ନେଇ ସବୁ ଜିଲ୍ଲାପାଳ, ଶିକ୍ଷାଧିକାରୀଙ୍କୁ ଚିଠି ଲେଖିଛି ।

ସବୁ ଶିକ୍ଷାନୁଷ୍ଠାନ ପାଇଁ ମଧ୍ଯ ମାର୍ଗଦର୍ଶିକା ଜାରି କରିଛି ଗଣଶିକ୍ଷା ବିଭାଗ । ପାନୀୟ ଜଳ ଓ ORS ଗଚ୍ଛିତ ରଖିବାକୁ ନିର୍ଦ୍ଦେଶ ଦେବା ସହିତ ଆଉଟଡୋର କାର୍ଯ୍ୟକଳାପ ଉପରେ କଟକଣା ଲାଗୁ କରାଯାଇଛି । ସ୍କୁଲ, କଲେଜ ଯିବା ବେଳେ ପାଣି ବୋତଲ ନେବାକୁ ପରାମର୍ଶ ରହିଛି । ଏଥିପାଇଁ ଅଭିଭାବକ ସଚେତନ ରହିବାକୁ ନିବେଦନ କରାଯାଇଛି ।

Related Articles

Back to top button
WP Twitter Auto Publish Powered By : XYZScripts.com