ଜାତୀୟ

ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜର ହତ୍ୟା ଘଟଣାକୁ ନେଇ ଗତ କିଛି ମାସ ହେଲା ଭାରତ ଏବଂ କାନାଡା ମଧ୍ୟରେ କୂଟନୈତିକ ବିବାଦ

ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜର ହତ୍ୟା ଘଟଣାକୁ ନେଇ ଗତ କିଛି ମାସ ହେଲା ଭାରତ ଏବଂ କାନାଡା ମଧ୍ୟରେ କୂଟନୈତିକ ବିବାଦ ଲାଗିରହିଥିବାବେଳେ ୨୦୧୯ ଏବଂ ୨୦୨୧ରେ ହୋଇଥିବା କାନାଡା ସାଧାରଣ ନିର୍ବାଚନରେ ଭାରତ ହସ୍ତକ୍ଷେପ କରିଥିବା ଅଭିଯୋଗ ହୋଇଛି।

କାନାଡା ସରକାର ଏହାର ତଦନ୍ତକୁ ବ୍ୟାପକ କରିବେ ବୋଲି କହିଛନ୍ତି। ଗୋଇନ୍ଦା ରିପୋର୍ଟ ଗଣମାଧ୍ୟମରେ ପ୍ରଘଟ ହେବା ପରେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ ବୋଲି ଗତବର୍ଷ ଏକ ଗଣମାଧ୍ୟମ ରିପୋର୍ଟରେ ପ୍ରକାଶ ପାଇଥିଲା।

Related Articles

Back to top button
WP Twitter Auto Publish Powered By : XYZScripts.com