#Draupadi Murmu
- 
ଓଡ଼ିଶା  ଦ୍ରୌପଦୀଙ୍କ ପାଇଁ ଉତ୍ସବ ମୁଖର ମୟୂରଭଞ୍ଜ, ପ୍ରସ୍ତୁତ ହେଉଛି ୫୦ କୁଇଣ୍ଟାଲ ଲଡୁମୟୂରଭଞ୍ଜ: ଆଜି ଆସିବ ରାଷ୍ଟ୍ରପତି ନିର୍ବାଚନ ଫଳାଫଳ। ସମର୍ଥନ ଦୃଷ୍ଟିରେ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇପାରନ୍ତି ମୟୂରଭଞ୍ଜର ଝିଅ ଦ୍ରୌପଦୀ ମୁର୍ମୁ। ନିର୍ବାଚନରେ ବାଜିମାତ୍ କଲେ ଦେଶର… Read More »
- 
ଓଡ଼ିଶା  ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଉପରେ କଂଗ୍ରେସ ନେତା ଅଜୟ କୁମାରଙ୍କ ଘୃଣ୍ୟ ମନ୍ତବ୍ୟକୁ ବିରୋଧ କରି ବିଜେପି ପକ୍ଷରୁ ବିକ୍ଷୋଭବ୍ରହ୍ମପୁର: ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ଉପରେ କଂଗ୍ରେସ ନେତା ଅଜୟ କୁମାରଙ୍କ ମନ୍ତବ୍ୟ ଅତି ନିନ୍ଦନୀୟ । ଜଣେ ମହିଳା,ଆଦିବାସୀ,ଦଳିତଙ୍କୁ କଂଗ୍ରେସ କରିଛି ଅପମାନିତ ।… Read More »
- 
ଜାତୀୟ  ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କୋଲକାତା ଯିବେ ଦ୍ରୌପଦୀ ମୁର୍ମୁ; ଏବେ ମମତାଙ୍କ ସାମ୍ନାରେ ଆସିଲା ଏହି ଧର୍ମସଙ୍କଟ!ନୂଆଦିଲ୍ଲୀ: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆଜି (ଜୁଲାଇ ୧୧) କୋଲକାତା ଯିବେ। ଜୁଲାଇ ୧୮ରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ସେ ପଶ୍ଚିମବଙ୍ଗ… Read More »
- 
ଓଡ଼ିଶା  ମୁଖ୍ୟମନ୍ତ୍ରୀଙ୍କୁ ଭାଇ କହି ସମ୍ବୋଧନ କଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଭୁବନେଶ୍ୱର: ଓଡ଼ିଶାରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ ଦ୍ରୌପଦୀ ମୁର୍ମୁ । ଏହା ପରେ… Read More »
- 
ଓଡ଼ିଶା  ଓଡ଼ିଶାରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ, ବିମାନବନ୍ଦରରେ ଭବ୍ୟ ସ୍ୱାଗତଭୁବନେଶ୍ୱର: ଓଡ଼ିଶାରେ ପହଞ୍ଚିଲେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ନୂଆଦିଲ୍ଲୀରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲେ ଦ୍ରୌପଦୀ । ବିମାନ… Read More »
- 
ଜାତୀୟ  ୮ରେ ଓଡ଼ିଶା ଆସିବେ ଦ୍ରୌପଦୀ ମୁର୍ମୁଭୁବନେଶ୍ୱର: ଆସନ୍ତା ୮ ତାରିଖରେ ଓଡ଼ିଶା ଆସିବେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ଓଡ଼ିଶା ଆସି ବିଭିନ୍ନ ଦଳର ବିଧାୟକ ଓ ସାଂସଦଙ୍କୁ ଭେଟିବେ ଏବଂ… Read More »
- 
ଓଡ଼ିଶା  ଏମିତି ରାଜ୍ୟ, ଯେଉଁଠି NDA ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କୁ ମିଳିବନି ଖଣ୍ଡିଏ ଭୋଟନୂଆଦିଲ୍ଲୀ: ଆସନ୍ତା ୧୮ ଜୁଲାଇରେ ହେବ ରାଷ୍ଟ୍ରପତି ନିର୍ବାଚନ । NDA ସମର୍ଥିତ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସଂଯୁକ୍ତ ବିରୋଧୀ ପ୍ରାର୍ଥୀ ଯଶଓ୍ୱନ୍ତ ସିହ୍ନାଙ୍କ ସହ… Read More »
- 
ଜାତୀୟ  ସମର୍ଥନ ଦେବାକୁ ସୋନିଆ, ମମତା ଓ ପାୱାରଙ୍କ ସହ କଥା ହେଲେ ଦ୍ରୌପଦୀ ମୁର୍ମୁନୂଆଦିଲ୍ଲୀ: ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ କଂଗ୍ରେସର ଅଧ୍ୟକ୍ଷା ସୋନିଆ ଗାନ୍ଧୀ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସହ… Read More »
- 
ଜାତୀୟ  ରାଷ୍ଟ୍ରପତି ପଦବୀ ପାଇଁ ଦ୍ରୌପଦୀ ଦାଖଲ କଲେ ନାମାଙ୍କନ ପତ୍ର, ପ୍ରଧାନମନ୍ତ୍ରୀଙ୍କ ସମେତ ବରିଷ୍ଠ ରାଜନେତା ଉପସ୍ଥିତଏନଡ଼ିଏର ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଶୁକ୍ରୁବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ଦ୍ରୌପଦୀ ମୁର୍ମୁ । ନାମାଙ୍କନ ପତ୍ର ଦାଖଲ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ,… Read More »
- 
ଓଡ଼ିଶା  ମୋଦି ଓ ଶାହଙ୍କୁ ଭେଟିଲେ ଦ୍ରୌପଦୀ ମୁର୍ମୁନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଗୃହମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଲେ ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଦେଶର ପ୍ରଥମ ନାଗରିକ ଭାବେ ନିର୍ବାଚନ… Read More »
