ରାଜନୀତି

ଆସନ୍ତା ଲୋକସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସଫଳତା କାମନା

ଆସନ୍ତା ଲୋକସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସଫଳତା କାମନା କରିବା ସହ ଶୁଭେଚ୍ଛା ଜଣାଇଲେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ। ଏହାସହ ନୂଆଦିଲ୍ଲୀ ଓ ମକ୍ସୋ ମଧ୍ୟରେ ଥିବା ପାରମ୍ପରିକ ଓ ପୁରୁଣା ସମ୍ପର୍କ ସର୍ବଦା ବଜାୟ ରହିବ ବୋଲି ସେ ଆଶା କରିଛନ୍ତି।

ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କରଙ୍କ ସହ ଆଲୋଚନା ବେଳେ ପୁଟିନ ଏହା କହିବା ସହ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୁଷ ଆସିବାକୁ ନିମନ୍ତ୍ରଣ କରିଛନ୍ତି।

Related Articles

Back to top button
WP Twitter Auto Publish Powered By : XYZScripts.com