ମନୋରଞ୍ଜନ

ଅଲୁ ଅର୍ଜୁନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା ୨’ ଚଳିତ ବର୍ଷ ମୁକ୍ତିଲାଭ କରିବାକୁ ଯାଉଛି

ଅଭିନେତା ଅଲୁ ଅର୍ଜୁନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ପୁଷ୍ପା ୨’ ଚଳିତ ବର୍ଷ ମୁକ୍ତିଲାଭ କରିବାକୁ ଯାଉଛି। ଆଜିକାଲି ସାଉଥ ସୁପରଷ୍ଟାର ତାଙ୍କ ଫିଲ୍ମର ସୁଟିଂରେ ବ୍ୟସ୍ତ ଅଛନ୍ତି।

ଫିଲ୍ମର ଟିଜର ସାମ୍ନାକୁ ଆସିନାହିଁ କିମ୍ବା କୌଣସି ଗୀତ ପର୍ଯ୍ୟନ୍ତ ରିଲିଜ ହୋଇନାହିଁ, କିନ୍ତୁ ଏହାପୂର୍ବରୁ ସେଟରୁ ତାଙ୍କର ଏକ ଫଟୋ ଲିକ୍‌ ହୋଇଛି। ‘ପୁଷ୍ପା ୨’ର ସେଟରୁ ଲିକ୍‌ ହୋଇଥିବା ଏହି ଫଟୋ ସୋସିଆଲ ମିଡିଆରେ ଦିନକୁ ଦିନ ଭାଇରାଲ ହେବାରେ ଲାଗିଛି।

Related Articles

Back to top button