ଓଡ଼ିଶା

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରେ ରାତ୍ରିଯାପନ କରିବା ପରେ ୨୦ ତାରିଖରେ ପୁରୀ ଯାଇ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନେବେ ।

ଏହା ପରେ ପୁରୀରେ ପ୍ରଧାନମନ୍ତ୍ରୀଙ୍କର ରୋଡ ସୋ କାର୍ଯ୍ୟକ୍ରମ ରହିଛି । ଏହା ପରେ ସକାଳ ୯ଟା ୩୦ରେ ଅନୁଗୁଳ ଓ ୧୧ଟା ୩୦ରେ କଟକରେ ଜନସଭାକୁ ସମ୍ବୋଧନ କରିବେ । କଟକ ବାଲିଯାତ୍ରା ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବେ ମୋଦୀ ।

Related Articles

Back to top button
WP Twitter Auto Publish Powered By : XYZScripts.com