ଓଡ଼ିଶା

ଖରାରେ ସିଝୁଛି ସାରା ଓଡ଼ିଶା

ଖରାରେ ସିଝୁଛି ସାରା ଓଡ଼ିଶା। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ତାତିରୁ ନାହିଁ ନିସ୍ତାର। ଯାହାକୁ ନଜରରେ ରଖି ହିଟୱେଭ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଏହାସହ ରାଜ୍ୟରେ ଜାରି ରହିବ ଉଷ୍ମ ରାତିର ସ୍ଥିତି।

ଗରମ ସହ ଅନେକ ସ୍ଥାନରେ ୫୦ରୁ ୭୦ ପ୍ରତିଶତ ଆଦ୍ରତା ରହୁଛି। ଏନେଇ ଉଷ୍ମ ଓ ଆଦ୍ର ସ୍ଥିତି ୩ ଦିନ ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।

Related Articles

Back to top button