ଅନ୍ତର୍ଜାତୀୟ

ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଡଲାର ଋଣ

ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର।

ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ ଦେଇଛି। ଇଣ୍ଟରନ୍ୟାଶନାଲ ଡେଭଲପମେଣ୍ଟ ଫାଇନାନ୍ସ କର୍ପରର(DFC) ଜଣେ ଅଧିକାରୀ କହିଛନ୍ତି, ଆଦାନୀ ଗ୍ରୁପକୁ ଋଣ ଦେବା ପୂର୍ବରୁ ହିଣ୍ଡେନବର୍ଗର ରିସର୍ଚ୍ଚ ରିପୋର୍ଟର ଯାଞ୍ଚ କରାଯାଇଥିଲା। ଯାଞ୍ଚରୁ ଏହି ରିପୋର୍ଟ ଅପ୍ରାସାଙ୍ଗିକ ବୋଲି ଜଣାପଡିଛି।

Related Articles

Back to top button