ଓଡ଼ିଶା

ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌

ରାଜ୍ୟରେ ଶୀତର ପ୍ରକୋପ ବଢ଼ିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଦୁଇଦିନ ହେବ ରାଜ୍ୟରେ କୋହଲା ପାଗ ଲାଗି ରହିଛି। ଶନିବାର ରାଜ୍ୟରେ ବର୍ଷା ସହ ପବନ ହୋଇଥିଲା।

ପାହାନ୍ତିଆ ଓ ସନ୍ଧ୍ୟା ସମୟରେ ଶୀତ ଅନୁଭୂତ ହେଉଛି। ଏହା ସହ କିଛି ସ୍ଥାନରେ କୁହୁଡ଼ି ପଡ଼ିଥିବା ଦେଖିବାକୁ ମିଳିଛି। ଦାରିଙ୍ଗିବାଡ଼ିରେ ଅଧିକ ଶୀତ ଅନୁଭୂତ ହେଉଛି।

Related Articles

Back to top button