ଜାତୀୟ

ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି

ପଶ୍ଚିମବଙ୍ଗ ରାଜ୍ୟପାଳ ସିଭି ଆନନ୍ଦଙ୍କ ଅଡ଼ୁଆରେ ବଢ଼ିବାରେ ଲାଗିଛି। ଏବେ ତାଙ୍କ ଉପରେ ଜଣେ ନୃତ୍ୟଶିଳ୍ପୀ ଅସଦାଚରଣ ଭଳି ବଡ଼ ଅଭିଯୋଗ ଆଣିଛନ୍ତି।

ନୃତ୍ୟଶିଳ୍ପୀଙ୍କ ଅଭିଯୋଗ ମୁତାବକ କିଛି ମାସ ପୂର୍ବେ ଜଣେ ପ୍ରସିଦ୍ଧ ଗାୟକଙ୍କ ଜରିଆରେ ସେ କୋଲକାତା ରାଜଭବନ ଯାଇଥିଲେ। ସେଠାରେ ରାଜ୍ୟପାଳଙ୍କ ସହ ତାଙ୍କର କଥାବାର୍ତ୍ତା ହୋଇଥିଲା। ଏହି ସମୟରେ ସେ ନିଜର ସମସ୍ୟା ଜଣାଇଥିଲେ।

Related Articles

Back to top button
WP Twitter Auto Publish Powered By : XYZScripts.com